No-Trust Motion: ରାୟଗଡ଼ା ପୌର ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ
ରାୟଗଡ଼ା: ରାୟଗଡ଼ା ପୌର ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ। ଅନାସ୍ଥା ପ୍ରସ୍ତାବ ଆଣିଲେ ୧୯ କାଉନସିଲର। ରାୟଗଡ଼ା ପୌରସଂସ୍ଥାର ଉପାଧ୍ୟକ୍ଷା ବିଜେଡି ନେତ୍ରୀ ଶୁଭ୍ରା ପଣ୍ଡାଙ୍କ ବିରୋଧରେ ଆଜି କାଉନସିଲରମାନେ ଅନାସ୍ଥା ପ୍ରସ୍ତାବ ଆଣିଥିବା ଜଣାପଡିଛି। ଏନେଇ ଆଜି ୧୯ ଜଣ କାଉନସିଲର…