PM Modi’s mother: ଥମୁନି ମୋଦିଙ୍କ ମାଆଙ୍କୁ ନେଇ ବିବାଦ: ଏଆଇ ଭିଡିଓ ପୋଷ୍ଟ କଲା ବିହାର କଂଗ୍ରେସ, ବର୍ଷିଲେ…
ପାଟନା: ବିହାର ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ମାଆ ହୀରାବେନଙ୍କୁ ନେଇ ରାଜନୈତିକ ବିବାଦ ଥମିବାର ନାଁ ନେଉନାହିଁ। ପୂର୍ବରୁ କଂଗ୍ରେସର ଭୋଟର ଅଧିକାର ଯାତ୍ରା ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ମାଆଙ୍କ ବିରୋଧରେ ଅପମାନଜନକ ଭାଷା ବ୍ୟବହାର କରିବା…