Model Goshala: ଭୁବନେଶ୍ୱରରେ ନିର୍ମାଣ ହେବ ଆଦର୍ଶ ଗୋଶାଳା, ଖର୍ଚ୍ଚ ହେବ ୪୦ କୋଟି ଟଙ୍କା
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା। ଏନେଇ ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ରାଜଧାନୀର ବୁଲା ଗୋରୁଙ୍କୁ ସେଠାରେ ରଖାଯିବ। ଏଥିଲାଗି ଜମି ଚିହ୍ନଟ ସରିଛି। ଗୋରୁଙ୍କ ଗୋବର, ମୂତ୍ରରୁ ବିଭିନ୍ନ…