Latest Odisha News

BREAKING NEWS

Monthly Archives

September 2025

ଡାକ୍ତରଙ୍କ ସଫଳ ଅସ୍ତ୍ରୋପଚାର; ଖାଦ୍ୟନଳୀରୁ ବାହାରିଲା ୯ ଇଞ୍ଚର ଦାନ୍ତକାଠି

ବ୍ରହ୍ମପୁର: ୮୦ ବର୍ଷୀୟ ବୃଦ୍ଧଙ୍କ ଖାଦ୍ୟନଳୀରୁ ବାହାରିଲା ୯ ଇଞ୍ଚର ଦାନ୍ତକାଠି । ବୃଦ୍ଧ ଜଣକ ଅସାବଧାନତା ଯୋଗୁଁ ଦାନ୍ତକାଠି ଗିଳି ଦେଇଥିଲେ । ସଫଳ ଅସ୍ତ୍ରୋପଚାର କରି ଦାନ୍ତକାଠିକୁ ବାହାର କରିଛନ୍ତି ଡାକ୍ତର । ଦୀର୍ଘ ୧ ଘଣ୍ଟା ଧରି ପରିଶ୍ରମ କରିବା ପରେ ଖାଦ୍ୟନଳୀରୁ ଦାନ୍ତକାଠିକୁ…

French Government: ବର୍ଷକରେ ବଦଳିଲେଣି ୪ ସରକାର

ନୂଆଦିଲ୍ଲୀ:  ଭାରତର ସବୁଠାରୁ ଶକ୍ତିଶାଳୀ ପ୍ରତିରକ୍ଷା ସହଯୋଗୀ, ଏକ ୟୁରୋପୀୟ ଦେଶ, ୧ ବର୍ଷ ମଧ୍ୟରେ ଚତୁର୍ଥ ଥର ପାଇଁ ପ୍ରଧାନମନ୍ତ୍ରୀ ପରିବର୍ତ୍ତନ କରିଛି । ଏମିତିକି ଏବେ ରାଷ୍ଟ୍ରପତିଙ୍କ ଚୌକି ମଧ୍ୟ ଦ୍ବନ୍ଦ୍ବରେ । ଭାରତର ସବୁଠାରୁ ଶକ୍ତିଶାଳୀ ପ୍ରତିରକ୍ଷା ସହଯୋଗୀମାନଙ୍କ ମଧ୍ୟରୁ…

ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ, ମାଡି ବସିଲା ପୋଲିସ

କଟକ: ଲୋକଙ୍କ ସ୍ବାସ୍ଥ୍ୟ ସହ ଖେଳ। ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ । ମାଡି ବସିଲା ପୋଲିସ । ଗତକାଲି ବିଳମ୍ବିତ ରାତିରେ କଟକ ଗୁରୁଡ଼ିଝାଟିଆ ଥାନା କୁ୍ସ୍ପଙ୍ଗୀ ନିକଟ ଏକ ହୋଟେଲ ପଛ ପଟେ କ୍ଷୀର ଅପମିଶ୍ରିତ ଚାଲିଥିବା ବେଳେ ମାଡ଼ି ବସିଥିଲା ପୋଲିସ। ଦୀର୍ଘ ଦିନ ଧରି…

Srimandir Closed: ଆସନ୍ତାକାଲି ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

ପୁରୀ: ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର…

ବିଏମସି ବୈଠକରେ ହଟ୍ଟଗୋଳ; ସାଙ୍ଘାତିକ ଅଭିଯୋଗ ଆଣି ଧାରଣାରେ ବସିଲେ କର୍ପୋରେଟର

ଭୁବନେଶ୍ବର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅଫିସ ସମ୍ମୁଖରେ କର୍ପୋରେଟରଙ୍କ ଧାରଣା । କର୍ପୋରେଶନ ବୈଠକ ଚାଲିଥିବା ବେଳେ ବିଏମସି ଅଫିସ ସମ୍ମୁଖରେ ଧାରଣାରେ ବସିଲେ ୩୭ ନଂ ୱାର୍ଡ କର୍ପୋରେଟର ବନ୍ଦିତା ପାଲ । ଗତ ୩ ବର୍ଷ ହେବ କୌଣସି କାମ ହେଉ ନଥିବା ଅଭିଯୋଗରେ ଧାରଣା ବସିଥିବା ସୂଚନା…

୧୨ ରୁ ଅଧିକ ସ୍ଥାନରେ ଚଢାଉ…ଗିରଫ ହେଲା ISIS ଆତଙ୍କବାଦୀ

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସ ଜଣେ ISIS ଆତଙ୍କବାଦୀଙ୍କୁ ଗିରଫ କରିଛି । ଯାହା ପରେ ଦେଶର ୧୨ ରୁ ଅଧିକ ସ୍ଥାନରେ ଚଢାଉ କରାଯାଇଛି। ସାରା ଦେଶରୁ ୮ ରୁ ଅଧିକ ସନ୍ଦିଗ୍ଧଙ୍କୁ ଅଟକ ରଖାଯାଇଛି। ମୁଖ୍ୟ ଅଭିଯୁକ୍ତ ଅଫତାବ ମୁମ୍ବାଇର ବାସିନ୍ଦା। ଏଥିସହ ରାଞ୍ଚିରେ ଜଣେ ସନ୍ଦିଗ୍ଧ ଆତଙ୍କବାଦୀ ଅଶହର…

ନବୀନ ନିବାସରେ ବାଲେଶ୍ଵର ବିଜେଡି କଳି….

ଭୁବନେଶ୍ବର: ନବୀନ ନିବାସରେ ପହଞ୍ଚିଲା ବାଲେଶ୍ଵର ବିଜେଡି କଳି । ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ଜିଲ୍ଲା ସଭାପତି କରିବାକୁ ଦାବି ହୋଇଛି । ଏନେଇ ଆଜି ବ୍ଲକ୍ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ସଭାପତି ଓ ପୌରାଧ୍ୟକ୍ଷ ନବୀନ ନିବାସ ଆସି ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ।…

ସାର କଳାବଜାରୀ ବିରୁଦ୍ଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ

ଭୁବନେଶ୍ୱର: ଝାରସୁଗୁଡା କିର୍ମିରାରେ ୟୁରିଆ ସାର କଳାବଜାରୀ ଅଭିଯୋଗ ପରେ, ବିଭାଗୀୟ ଟିମ୍‌ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ରାତ୍ରିକାଳୀନ ଚଢ଼ାଉରେ ଏହି ବେଆଇନ କାରବାରକୁ ଠାବ କରାଯାଇ ସାର ଜବତ କରାଯାଇଛି ଏବଂ ଏଫଆଇଆର୍ ମଧ୍ୟ ଦାଏର୍ ହୋଇଛି । ସ୍ଥାନୀୟ କୃଷକମାନେ ଅଭିଯୋଗ…

ସେପ୍ଟେମ୍ବର ୧୭ରେ ରାଜ୍ୟର ସମସ୍ତ ଜିଲ୍ଲାରେ ୨୩ ଲକ୍ଷ ଚାରା ରୋପଣ ଲକ୍ଷ୍ୟ

ଭୁବନେଶ୍ୱର: ମା' ପାଇଁ ବୃକ୍ଷଟିଏ (ଏକ ପେଡ଼୍ ମାଆ କେ ନାମ) ପ୍ରୟାସର ଅଂଶସ୍ୱରୂପ ଓଡ଼ିଶା ସରକାରଙ୍କ ପକ୍ଷରୁ ଆସନ୍ତା ୧୭ ତାରିଖରେ ୭୫ ଲକ୍ଷ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏହି ମହତ ପ୍ରୟାସରେ ସହଭାଗୀ ହୋଇ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସମସ୍ତ କାର୍ଯ୍ୟାଳୟ ତଥା…

Subhadra Yojana: ଯୋଗ୍ୟ ହିତାଧିକାରୀ ପାଇବେ ସୁଭଦ୍ରା ଟଙ୍କା, ଏକା ଥରକେ ମିଳିବ ୩ଟି କିସ୍ତି….

ଭୁବନେଶ୍ବର: ଯୋଗ୍ୟ ବାଦ୍ ପଡିଥିବା ହିତାଧିକାରୀ ନିଶ୍ଚୟ ପାଇବେ ସୁଭଦ୍ରା ଯୋଜନା ସହାୟତା । ଆଜି ଲୋକସେବା ଭବନରେ ସୁଭଦ୍ରା ସମୀକ୍ଷା ବୈଠକ ପରେ କିଛି ଏପରି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତି ପରିଡା । ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାରୁ ପୂର୍ବରୁ…