ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ, ଦୌଡିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ। କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକତା ଦୌଡ଼କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…