ବିଧାନସଭା ଶୀତ ଅଧିବେଶନ: ବିଜେଡିର ମୁଲତବୀ ନୋଟିସ୍
ଭୁବନେଶ୍ୱର: ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ। ଗତକାଲି ଉଠିଥିଲା ଧାନମଣ୍ଡି ଓ ନାରି ନିର୍ଯାତନା ପ୍ରସଙ୍ଗ। ବିଧାନସଭା ଶୀତ ଅଧିବେଶନ ତୃତୀୟ ଦିନରେ ପ୍ରଶ୍ନକାଳ ସ୍ୱାଭାବିକ ରହିଛି। ମହିଳା ଓ ଶିଶୁ ବିକାଶ ବିଭାଗ ଉପରେ ଚାଲିଛି ପ୍ରଶ୍ନୋତ୍ତର। ସଦସ୍ୟଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି…