Latest Odisha News

BREAKING NEWS

Monthly Archives

December 2025

ଭୁବନେଶ୍ୱରରେ ହେବ ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ 

ଭୁବନେଶ୍ୱର: ଆସନ୍ତାକାଲିଠାରୁ ୨୦ ଡିସେମ୍ବର ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ଐତିହାସିକ କାର୍ଯ୍ୟକ୍ରମ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଶାସନ ଏବଂ ପ୍ରମୁଖ ସାର୍ବଜନୀନ କ୍ଷେତ୍ରରେ…

India summons Bangladesh High Commissioner: ଭାରତକୁ ଧମକ…ବାଂଲାଦେଶ ହାଇକମିଶନରଙ୍କୁ ସମନ କଲା ଭାରତ

ନୂଆଦିଲ୍ଲୀ: ବାଂଲା ନେତାଙ୍କ ବିବାଦୀୟ ବୟାନ ପରେ ଭାରତରେ ଅବସ୍ଥିତ ବାଂଲା ହାଇ କମିଶନରଙ୍କୁ ସମନ । ହାଇ କମିଶନର ମହମ୍ମଦ ରିଆଜ୍ ହାମିଦୁଲ୍ଲାଙ୍କୁ କୁଟନୈତିକ ସ୍ତରରେ ସମନ୍ କରାଯାଇଛି । ଗତ କିଛି ଦିନ ଧରି ବାଂଲାଦେଶ ରାଜଧାନୀରେ ଭାରତୀୟ ମିଶନ ବାହାରେ ଚାଲିଥିବା ବିରୋଧ ପ୍ରଦର୍ଶନ…

Silver City: କଟକ ସହରର ବିକାଶ ପାଇଁ ଖର୍ଚ୍ଚ ହେବ ୨୫୦ କୋଟି ଟଙ୍କା

କଟକ: କଟକ ମହାନଗର ନିଗମର ୩୭ ତମ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇ ଯାଇଛି । ଅନେକ ଗୁରୁତ୍ତ୍ୱପୂର୍ଣ ପ୍ରସଙ୍ଗକୁ ନେଇ ଆଜି କାଉନସିଲ୍ ବୈଠକ ଆଲୋଚନା କରାଯାଇଥିଲା । ଚଳିତ ବର୍ଷର ଏହି ଅନ୍ତିମ କାଉନସିଲ୍ ବୈଠକରେ ମେୟର, କମିଶନର, ଡେପୁଟି ମେୟର, ସମସ୍ତ ୱାର୍ଡର କର୍ପୋରେଟର ତଥା ବିଭିନ୍ନ…

ଦକ୍ଷିଣ ଆଫ୍ରିକ ବିପକ୍ଷ ଟି୨୦ ସିରିଜ: ଆଘାତ ସମସ୍ୟା ଯୋଗୁ ଓହରିଲେ ଗିଲ

ଲକ୍ଷ୍ନୌ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଲକ୍ଷ୍ନୌରେ ୪ର୍ଥ ଟି୨୦ ଖେଳାଯିବ । ତେବେ ଅତ୍ୟଧିକ କୁହୁଡି ଯୋଗୁ ମ୍ୟାଚ ଆରମ୍ଭ ହୋଇପାରିନି । ଇତି ମଧ୍ୟରେ ଖରାପ ଫର୍ମରେ ଥିବା ଉପ ଅଧିନାୟକ ଶୁଭମନ ଗିଲ ଆଘାତ ସମସ୍ୟା ଯୋଗୁ ବାକିତକ ମ୍ୟାଚରୁ ଓହରି ଯାଇଛନ୍ତି । ତାଙ୍କ ସ୍ଥାନରେ ସଞ୍ଜୁ ସାମସନ…

ବ୍ରହ୍ମପୁର-ଜୟପୁର ୬ ଲେନ ବିଶିଷ୍ଟ ରାସ୍ତା ପାଇଁ ୬୦୦୦ କୋଟି ଘୋଷଣା

ଭୁବନେଶ୍ୱର: ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୨ ତମ ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ନିଜ ଉଦବୋଧନ ଦେଇ କହିଛନ୍ତି ଯେ, ଗଞ୍ଜାମ ଓ ବ୍ରହ୍ମପୁର ସହର ହେଉଛି ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର । ଓଡ଼ିଶାର ବିକାଶ ପାଇଁ ଗଞ୍ଜାମ ଜିଲ୍ଲାର…

ଡିସେମ୍ବର ୨୬ରୁ ୧ ଘଣ୍ଟା ବନ୍ଦ ରହିବ OPD ସେବା

ଭୁବନେଶ୍ୱର: ଡିସେମ୍ବର ୨୬ରୁ ୧ ଘଣ୍ଟା ବନ୍ଦ ରହିବ OPD ସେବା। ଏଭଳି ଘୋଷଣା କରିଛି ଓଡ଼ିଶା ଡାକ୍ତରୀ ସେବା ସଂଘ। ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ଦାବିପତ୍ର ପ୍ରଦାନ କରିବାର ୧ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ…

ଢାକାରେ ଭାରତୀୟ ଦୂତାବାସକୁ ଟାର୍ଗେଟ୍‌, ଭାରତରେ ବାଂଲାଦେଶ ହାଇକମିଶନରଙ୍କୁ ସମାନ

ନୂଆଦିଲ୍ଲୀ: ଢାକାରେ ଭାରତୀୟ ଦୂତାବାସକୁ ଟାର୍ଗେଟ୍‌। ଭାରତୀୟ ଦୂତାବାସ ବାହାରେ ନାରାବାଜି। ଭାରତ ବିରୋଧୀ ନାରାବାଜି କରୁଛନ୍ତି ମୌଳବାଦୀ। ଏପଟେ ଢାକାରେ ଭାରତୀୟ ଦୂତାବାସର ସୁରକ୍ଷା ନେଇ ବାଂଲାଦେଶ ହାଇକମିଶନରଙ୍କୁ ସମନ ଜାରି କଲେ ଭାରତ ସରକାର। ଆଜି ଦିଲ୍ଲୀରେ ଥିବା ବାଂଲାଦେଶ…

ଆଇପିଏଲ ୨୦୨୬: ନାଟକୀୟ ଥିଲା ସର୍ଫରାଜ, ପୃଥ୍ୱୀଙ୍କ ନିଲାମୀ

ଆବୁ ଧାବି: ଆଇପିଏଲ ୨୦୨୬ ପାଇଁ ମିନି ଅକ୍ସନ ଏଠାରେ ଅନୁଷ୍ଠିତ ହୋଇଛି । ଏହି ନିଲାମ ପ୍ରକ୍ରିୟାରେ ସର୍ଫରାଜ ଖାଁ ଓ ପୃଥ୍ୱୀ ଶଙ୍କ ନିଲାମୀ ବେଶ ନାଟକୀୟ ଥିଲା । ୨୦୧୮ରୁ ୨୦୨୪ ପର୍ଯ୍ୟନ୍ତ ପୃଥ୍ୱୀ ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଖେଳିଥିଲେ । ନିଲାମ ତାଲିକାରେ ୨ ଥର ନାମ ଆସିବା ସତ୍ୱେ କେହି…

ଦୁର୍ନୀତି ମାମଲାରେ ପୂର୍ବତନ ପିଇଓ ତ୍ରିନାଥ ସେଠି ଦୋଷୀ ସାବ୍ୟସ୍ତ 

ଭୁବନେଶ୍ବର: ଏକ ଲାଞ୍ଚ ମାମଲାରେ ହିନ୍ଦୋଳ ବ୍ଲକ ଅନ୍ତର୍ଗତ ଅସରଡା ଜିପିର ପୂର୍ବତନ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ତ୍ରିନାଥ ସେଠି ଏବଂ ସଦର ବ୍ଲକ ଅନ୍ତର୍ଗତ ବରଡା ଜିପିର ଏ/ପି-ପିଇଓଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଢେଙ୍କାନାଳ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି।…

ବୁମରାହଙ୍କୁ ପଛରେ ପକାଇଲେ ବରୁଣ

ନୂଆଦିଲ୍ଲୀ: ଟିମ ଇଣ୍ଡିଆର ଷ୍ଟାର ସ୍ପିନର ବରୁଣ ଚକ୍ରବର୍ତି ସଦ୍ୟ ପ୍ରକାଶିତ ଆଇସିସି ଟି୨୦ ର‌୍ୟାଙ୍କିଙ୍ଗରେ କମାଲ କରିଛନ୍ତି । ସେ ଯଶପ୍ରୀତ ବୁମରାହଙ୍କ ପଛରେ ପକାଇ କ୍ୟାରିୟରର ଶ୍ରେଷ୍ଠ ର‌୍ୟାଙ୍କିଙ୍ଗ ହାସଲ କରିଛନ୍ତି । ସେ ଏବେ ଶୀର୍ଷ ସ୍ଥାନରେ ରହିଛନ୍ତି । ତାଙ୍କ ପୂର୍ବରୁ ୨୦୧୭ରେ…