Delhi Blast:ଦିଲ୍ଲୀ ଆତଙ୍କବାଦୀ ଆକ୍ରମଣ ଘଟଣାରେ ଆଉ ଜଣେ ଅଭିଯୁକ୍ତ ଗିରଫ; ପ୍ରମାଣ କରିଥିଲା ନଷ୍ଟ…
ନୂଆଦିଲ୍ଲୀ: ନଭେମ୍ବର ୧୦ ତାରିଖରେ ଦିଲ୍ଲୀର ଲାଲକିଲ୍ଲା ସମ୍ମୁଖରେ ହୋଇଥିବା କାର ବୋମା ବିସ୍ଫୋରଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ମଙ୍ଗଳବାର ଆଉ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରିଛି। ଏହି ମାମଲାରେ ଏହା NIAର ଅଷ୍ଟମ ଗିରଫଦାରୀ। ଗିରଫ ଅଭିଯୁକ୍ତ ହେଉଛି ଡକ୍ଟର ବିଲାଲ…