ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ…
ଭୁବନେଶ୍ବର: ଯୁକ୍ତ ୨ ପରୀକ୍ଷା ୨୦୨୬ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ତରଫରୁ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇଥିବା ନେଇ ମଙ୍ଗଳବାର ଦିନ ଘୋଷଣା ହୋଇଛି।
ସଂଶୋଧିତ ସମୟ ଅନୁଯାୟୀ, ମାର୍ଚ୍ଚ ୧୧, ୨୦୨୬ (ବୁଧବାର) ହେବାକୁ ଥିବା ପରୀକ୍ଷା ବର୍ତ୍ତମାନ ୨୩ ମାର୍ଚ୍ଚ…