ବଡ କୂଟନୈତିକ ବିଜୟ: ସ୍ବର ବଦଳେଇଲା କଲମ୍ବିଆ, ପାକ୍…ପାକ୍ ଛାଡି, ଭାରତ…ଭାରତ ଗାଇଲା
ନୂଆଦିଲ୍ଲୀ: ବଡ ସଫଳତାର ସହ ଆଗେଇ ଚାଲିଛନ୍ତି ଅପରେସନ ସିନ୍ଦୂରର ପ୍ରତିନିଧିଦଳ । ବିଦେଶରେ ଲଗାତାର ପାକିସ୍ତାନର ପର୍ଦ୍ଦାଫାସ କରୁଛନ୍ତି । ପାକିସ୍ତାନର ମିଥ୍ୟା ଉପରୁ ପରଦା ହଟାଉଛନ୍ତି । ଏହି ପରିପ୍ରେକ୍ଷୀରେ ଏବେ ଭାରତ ବଡ କୂଟନୈତିକ ବିଜୟ ହାସଲ କରିଛି । ଶୁକ୍ରବାର କଂଗ୍ରେସ ନେତା…