କଟକ ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ: ବିଳମ୍ବରେ ଅଫିସ ଆସିବାରୁ ବନ୍ଦ କଲେ ୧୫ ଜଣଙ୍କ ଦରମା
କଟକ: ସରକାରୀ କର୍ମଚାରୀଙ୍କୁ ତାଗିଦ୍ କଲେ କଟକ ଉନ୍ନୟନ କର୍ତ୍ତୃପକ୍ଷ। ଏଣିକି ଅଫିସରେ ଡେରିରେ ପହଞ୍ଚିଲେ ହୋଇ ପାରେ ଦରମା ବନ୍ଦ। ବିଳମ୍ବରେ ଅଫିସ ଆସୁଥିବା ସିଡିଏର ୧୫ଜଣ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କଟକ ଉନ୍ନୟନ କର୍ତ୍ତୃପକ୍ଷର ସଚିବ ଶ୍ଵେତ କୁମାର ଦାଶ।…