ରାଜଗାଙ୍ଗପୁରରେ ପୀଡିତାଙ୍କ ମୃତ୍ୟୁ; ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ
ଭୁବନେଶ୍ୱର: ରାଜଗାଙ୍ଗପୁର ଅଞ୍ଚଳରେ ଜଣେ କଲେଜ ଛାତ୍ରୀ ଆତ୍ମହତ୍ୟା କରିବା ପରେ ତାଙ୍କ ମୃତ୍ୟୁ ଘଟଣାରେ ଓଡ଼ିଶା ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ। ଏଥିସହିତ ପିଡିତାଙ୍କୁ ନ୍ୟାୟ ପ୍ରଦାନ ଏବଂ ଅପରାଧୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି…