Latest Odisha News

BREAKING NEWS

Yearly Archives

2025

ମୁମ୍ବାଇରେ ଭାଙ୍ଗିଲା ୧୦୭ ବର୍ଷର ପୁରୁଣା ରେକର୍ଡ: ୨୫ ବର୍ଷ ମଧ୍ୟରେ ଶୀଘ୍ର ଆସିଲା ମୌସୁମୀ, ରେଡ୍ ଆଲର୍ଟ ଜାରି

ମୁମ୍ବାଇ: ସୋମବାର ଲଗାତାର ପ୍ରବଳ ଝଡ଼ବର୍ଷା ପରେ ମୁମ୍ବାଇରେ ରେଡ୍ ଆଲର୍ଟ ଜାରି କରାଯାଇଛି। ଏହି ବର୍ଷା ମେ ମାସର ୧୦୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗି ଦେଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ୨୫ ବର୍ଷ ପରେ ଏହି ବର୍ଷ ମୌସୁମୀ ମୁମ୍ବାଇରେ ପହଞ୍ଚିଛି ​​ଏବଂ ଶନିବାର କେରଳରେ…

ରାଜ୍ୟରେ ଖୋଲିବ ଆଉ ୨୦ ସାଇବର ଥାନା, ୩୪ ଜିଲ୍ଲାର ସମସ୍ତ ଥାନାରେ ରହିବେ ସାଇବର ଏକ୍ସପର୍ଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ ସାଇବର କମ୍ପ୍ଲେକ୍ସ ଠାରେ ରାଜ୍ୟ କ୍ରାଇମବ୍ରାଞ୍ଚ ଆନୁକୂଲ୍ୟରେ "ସାଇବର ଅପରାଧର ତଦନ୍ତ ଏବଂ ସାଇବର ବୁଦ୍ଧିମତ୍ତା" ସମ୍ପର୍କିତ ଏକ କର୍ମଶାଳା ଉଦଘାଟିତ ହୋଇଯାଇଛି । ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗ…

ବାଂଲାଦେଶରେ ଯୁଦ୍ଧ ପରି ସ୍ଥିତି !

ନୂଆଦିଲ୍ଲୀ: ବାଂଲାଦେଶରେ ଶୀଘ୍ର କ୍ଷମତା ପରିବର୍ତ୍ତନ ! ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି ସେନା ମୁଖ୍ୟ ଜେନେରାଲ ବକାର ଉଜ ଜମାନ ! ଅନ୍ତରୀଣ ସରକାରଙ୍କ ପାଇଁ ବଢୁଛି ଅଡୁଆ। ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ପଦରୁ ହଟାଇବାକୁ ପ୍ଲାନ୍! ବାଂଲାଦେଶରେ ଉଚ୍ଚସ୍ତରୀୟ ଅଧିକାରୀଙ୍କ ବୈଠକରୁ…

ଶ୍ରୀଜଗନ୍ନାଥଙ୍କ ନାଁ, ନୀତିକାନ୍ତି ସହ ଜଡ଼ିତ ଶବ୍ଦର ପାଟେଣ୍ଟ ହେବ

ପୁରୀ: ଦୀଘା ମନ୍ଦିରକୁ 'ଜଗନ୍ନାଥ ଧାମ' ନାମକରଣ କରିବା ବିବାଦ ଥମିବାର ନାମ ନେଉନି। ଏହା ମଧ୍ୟରେ ଶ୍ରୀମନ୍ଦିର, ଜଗନ୍ନାଥ ଧାମ, ମହାପ୍ରସାଦ ଆଦି ଶବ୍ଦର ପାଟେଣ୍ଟ ଆବେଦନ ପ୍ରସ୍ତାବକୁ ବୈଠକରେ ଅନୁମୋଦନ ମିଳିଛି। https://youtu.be/F4Dfbs6Q9SY?si=5QAryhnboj_zxIYU ଶ୍ରୀ…

‘୩୦ ମିନିଟ ଭିତରେ ପାକିସ୍ତାନକୁ ଜଣାଯାଇଥିଲା’, ସଂସଦୀୟ ପରାମର୍ଶଦାତାଙ୍କୁ ଅବଗତ କରାଇଲେ ଜୟଶଙ୍କର

ନୂଆଦିଲ୍ଲୀ: ଭାରତ କେବଳ ପାକିସ୍ତାନର ଆତଙ୍କୀ ଅଡ୍ଡା ଉପରକୁ ହିଁ ଆକ୍ରମଣ କରିଛି । ହେଲେ ପାକିସ୍ତାନ ଭାରତର ସାଧାରଣ ଲୋକଙ୍କୁ ବି ଛାଡିନି । ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ସୋମବାର ଏନେଇ ସଂସଦୀୟ ପରାମର୍ଶଦାତା କମିଟିକୁ ସୂଚନା ଦେଇଛନ୍ତି । ଭାରତ ପକ୍ଷରୁ ପାକିସ୍ତାନ ଏବଂ ପାକ୍ ଅଧିକୃତ…

ଶ୍ରୀମନ୍ଦିର ବାହାର ଅଟ୍ଟାଳିକାର ଉଚ୍ଚତା ନିର୍ଦ୍ଧାରଣ ହେବ: ଅରବିନ୍ଦ ପାଢୀ

ପୁରୀ: ଶେଷ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି ମିଟିଂ। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି। ପରିକ୍ରମା ପ୍ରକଳ୍ପ ବାହାରେ ବହୁ ବଡ଼ ବଡ଼ ଅଟ୍ଟାଳିକା ଗଢ଼ି ଉଠିଛି। ସେମାନେ ନିଜସ୍ବ ଢଙ୍ଗରେ ଅଟ୍ଟାଳିକା ସବୁ ନିର୍ମାଣ କରୁଛନ୍ତି। ଏସବୁ ସମ୍ପର୍କରେ…

ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଚ୍ୟୁତ ସାମନ୍ତଙ୍କୁ ୬୬ତମ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ

ଭୁବନେଶ୍ୱର: ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନ ଜୟପୁରସ୍ଥିତ ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି। ରାଜସ୍ଥାନ ରାଜ୍ୟପାଳ ହରିଭାଉ କିଶନରାଓ ବାଗଡେ ତାଙ୍କୁ ଏହି ସମ୍ମାନ ପ୍ରଦାନ…

ଦୀଘାରୁ ହଟୁ ଜଗନ୍ନାଥ ଧାମ, ଏଭଳି ନାମକରଣ ସଂସ୍କୃତି ବିରୋଧୀ: ଗଜପତି ମହାରାଜା

ପୁରୀ: ଦୀଘା ଜଗନ୍ନାଥ ଧାମ ନାମକରଣ ସଂସ୍କୃତି ବିରୋଧୀ।କୌଣସି ପରିସ୍ଥିତିରେ ଏହାକୁ ଜଗନ୍ନାଥ ଧାମ କୁହାଯାଇପାରିବ ନାହିଁ। ଦୀଘା ଜଗନ୍ନାଥ ମନ୍ଦିର ଏବଂ ଇସ୍କନର ଅଦିନିଆ ରଥଯାତ୍ରା ସମ୍ପର୍କରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜା।…

୮ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଘୋଷଣା, ଜୁନ୍ ୧୯ରେ ମତଦାନ

ନୂଆଦିଲ୍ଲୀ: ନିର୍ବାଚନ କମିଶନ ରାଜ୍ୟସଭାର ୮ଟି ଆସନରେ ନିର୍ବାଚନ ପାଇଁ ଘୋଷଣା କରିଛନ୍ତି । ଏହି ଦ୍ୱିବାର୍ଷିକ ନିର୍ବାଚନ ଜୁନ୍ ୧୯ ତାରିଖରେ ଅନୁଷ୍ଠିତ ହେବ । ଏଥିରେ, ଦୁଇଟି ରାଜ୍ୟ ଆସାମ ଏବଂ ତାମିଲନାଡୁର ୮ଟି ଆସନରେ ଦ୍ୱିବାର୍ଷିକ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଆସାମରୁ ୨…

ମୁଖ୍ୟ ପ୍ରଶାସକଙ୍କ କଡ଼ା ଟିପ୍ପଣୀ: ଏଣିକି ରଥ ଉପରକୁ ସେବାୟତ ନେଇପାରିବେନି ମୋବାଇଲ

ପୁରୀ: ନୀତିକାନ୍ତିଙ୍କୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ପ୍ରଶାସକଙ୍କ କଡ଼ା ଟିପ୍ପଣୀ। ରଥଯାତ୍ରା ବେଳେ ଅଣସେବାୟତ ରଥ ଉପରକୁ ଚଢ଼ି ପାରିବେନି। ସେହିପରି ରଥ ଉପରକୁ ସେବାୟତ ନେଇପାରିବେନି ମୋବାଇଲ। କୌଣସି ପ୍ରକାର ଅନଧିକୃତ କାର୍ଯ୍ୟ କଲେ କାର୍ଯ୍ୟାନୁଷ୍ଠାନ ହେବ। ସମସ୍ତଙ୍କୁ ରଥ ଉପରେ…