ନିର୍ଦ୍ଦୋଷ ସାବ୍ୟସ୍ତ ହେଲେ ପ୍ରସିଦ୍ଧ ମାଲାୟାଲମ ଅଭିନେତା ଦିଲ୍ଲୀପ
ଥିରୁଅନନ୍ତପୁରମ୍: ୨୦୧୭ ଅପହରଣ ଓ ଦୁଷ୍କର୍ମ ମାମଲାରେ ମାଲାୟଲମ ଅଭିନେତା ଦିଲ୍ଲୀପଙ୍କୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି । କେରଳର ଏକ କୋର୍ଟ ତାଙ୍କୁ ନିର୍ଦ୍ଦୋଷରେ ଖଲାସ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟ ୬ ଜଣଙ୍କୁ ଦୋଷୀ ଘୋଷଣା କରିଛନ୍ତି କୋର୍ଟ ।
ସେସନ୍ସ ଜଜ୍ ହନି ଏମ୍.…