କିନ୍ନରଙ୍କ ଆକ୍ରମଣରେ ପୋଲିସ ଲହୁଲୁହାଣ
ବରଗଡ: ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତା ଉପରେ ପୋଲିସ ଉପରକୁ କିନ୍ନରମାନେ ଆକ୍ରମଣ କରିଛନ୍ତି। ଲହୁଲୁହାଣ ହୋଇଛି ପୋଲିସ । ବରଗଡ଼ ଗାନ୍ଧୀ ଛକରେ ଗାଡ଼ି ଭିତରୁ ଟ୍ରାଫିକ ଇନ୍ସପେକ୍ଟରକୁ ଟାଣି ଆଣି ମାଡ ମାରିଛନ୍ତି । ତେବେ ଟ୍ରାଫିକ୍ ଇନ୍ସପେକ୍ଟର ମଙ୍ଗଳ କିସ୍କୁ ଲହୁଲୁହାଣ ହୋଇପଡ଼ିଛନ୍ତି।…