Latest Odisha News

BREAKING NEWS

Yearly Archives

2025

ଦୁବାଇରେ ମଶା ଆତଙ୍କ, ସରକାର ଦେଲେ ଟିପ୍ସ…

ନୂଆଦିଲ୍ଲୀ: ବିଶ୍ୱର ସବୁଠାରୁ ଆଧୁନିକ ସହର ମଧ୍ୟରୁ ଗୋଟିଏ ହେଉଛି ଦୁବାଇ। ଦୁବାଇ ସମେତ ସମଗ୍ର ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ମଶାଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ୟୁଏଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆନୁଷ୍ଠାନିକ ଭାବରେ ଏକ ମଶା ସତର୍କତା ଜାରି କରିଛି।…

Public Grievance: ଏହି ଦିନ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଜାନୁଆରୀ ୫ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଦିଆଯାଇଛି ସୂଚନା। ଅନଲାଇନ୍‌ ପଞ୍ଜୀକରଣ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହେବ। ସର୍ବାଧିକ ୧ ହଜାର ପର୍ଯ୍ୟନ୍ତ ଅଭିଯୋଗ ପଞ୍ଜୀକରଣ ଜାରି ରହିବ।…

ହ୍ୟୁମାନ ସାଗର ମୃତ୍ୟୁ ମାମଲା: ଏତଲାରେ ଥିବା ବ୍ୟକ୍ତିଙ୍କର ହେବେ ଜେରା

କଟକ: ବିଶିଷ୍ଠ କଣ୍ଠଶିଳ୍ପ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ମାଆ ଶେଫାଳୀ ଦେଇଥିବା ଏତଲା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କଟକ ଡିସିପି ଋଷିକେଶ ଖିଲାରୀ। ଡିସିପି କହିଛନ୍ତି ଏତଲା ଆଧାରରେ ତଦନ୍ତ କରାଯାଉଛି। ଏତଲାରେ ଥିବା ବ୍ୟକ୍ତି ତଦନ୍ତ ପରିସରଭୁକ୍ତ ହେବେ। ମେଡିକାଲ…

ତପ୍ତପାଣି ଘାଟିରେ ଅଘଟଣ; କାର ଉପରେ ଓଲଟିଲା କାଜୁ ବୋଝେଇ ଟ୍ରକ୍ 

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ତପ୍ତପାଣି ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ କାଜୁ ବୋଝେଇ ଟ୍ରକ୍ ଏକ କାର ଉପରେ ଓଲଟି ପଡ଼ିବାରୁ କାରଟି ଏକପ୍ରକାର ଚାପି ହୋଇଯାଇଥିଲା। ସୂଚନା ଅନୁଯାୟୀ, ଖେମୁଣ୍ଡି ଖୋଲା ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଯେତେବେଳେ କି ୫ ଜଣ ବ୍ୟକ୍ତି ଭୁବନେଶ୍ୱରରୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ତଡ଼ାଯିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ଆଇନକୁ ହାତକୁ ନନେବାକୁ ସରକାରଙ୍କ ଅପିଲ

ଭୁବନେଶ୍ୱର: ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଆକ୍ରମଣ ପରେ ଭାରତରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦେଶର ବିଭିନ୍ନ ସ୍ଥାନରେ ବାଂଲାଦେଶୀଙ୍କ ଉପରେ ଆକ୍ରମଣ ହେଉଥିବାର ଭିଡିଓ ଭାଇରାଲ ହେଉଛି। ଓଡ଼ିଶାରେ ବି ସମାନ ସ୍ଥିତି। ରାଜ୍ୟର ବିଭିନ୍ନ ସ୍ଥାନରେ ବାଂଲାଦେଶୀଙ୍କ ଉପରେ ଆକ୍ରମଣ କରାଯାଉଛି।…

Rath Yatra: ୨୦୨୬ ରଥଯାତ୍ରା ଲାଗି ଆରମ୍ଭ ହେଲା ପ୍ରାରମ୍ଭିକ ପ୍ରସ୍ତୁତି

ପୁରୀ: ୨୦୨୬ ରଥଯାତ୍ରା ଲାଗି ଆରମ୍ଭ ହେଲା ପ୍ରାରମ୍ଭିକ ପ୍ରସ୍ତୁତି। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମାଳ, ପତନି, ଲାଗିଲୁଗା ସହ ଟାକୁଆ ସରପୁଳି, ବିରିପିଠା ଓ ଲଡୁ ମହାପ୍ରସାଦ ନେଇ ରଥ ତତ୍ତ୍ୱାବଧାରକଙ୍କ ନେତୃତ୍ୱରେ ଏକ ତିନିଜଣିଆ ପ୍ରତିନିଧି ଦଳ ଆଜି ନୟାଗଡ଼ ଅଭିମୁଖେ ଯାତ୍ରା କରିଛନ୍ତି।…

New Year Celebration: ଓଡିଶାରେ ଆରମ୍ଭ ହେଲା ‘ମିଶନ ସୁରକ୍ଷା ୨୦୨୬’; ଜିରୋ ନାଇଟ୍ ପାଇଁ ରାତିସାରା…

ଭୁବନେଶ୍ବର: ଜିରୋ ନାଇଟ୍ ପାଇଁ କମିଶନରେଟ୍ ପୁଲିସର ନିର୍ଦ୍ଦେଶନାମା। ରାସ୍ତା କଡ଼ରେ ସେଲିବ୍ରେସନ୍ ମନା। ସେଲିବ୍ରେସନ୍ ର ଜାଗା ଚିହ୍ନଟ କରିବାକୁ ସମସ୍ତ ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଇଭେଣ୍ଟ ପାଇଁ ଅନୁମତି ମିଳିଛି କି ନାହିଁ ତଦାରଖ କରିବାକୁ କୁହାଯାଇଛି। ରାତିରେ ନିରନ୍ତର…

ନୂଆ ବର୍ଷରେ ଶ୍ରୀକ୍ଷେତ୍ର ଜଗିବେ ୬୦ ପ୍ଲାଟୁନ୍ ପୋଲିସ ଫୋର୍ସ

ପୁରୀ: ଇଂରାଜୀ ନବବର୍ଷ ପୂର୍ବରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ। ଭିଡକୁ ନଜରରେ ରଖି ପ୍ରଶାସନ ତରଫରୁ ହୋଇଛି ଜୋରଦାର ପ୍ରସ୍ତୁତି। ଶ୍ରୀକ୍ଷେତ୍ର ଜଗିବେ ୬୦ ପ୍ଲାଟୁନ୍ ପୋଲିସ ଫୋର୍ସ। ମେଡିକାଲ ଛକରୁ ଶ୍ରୀମନ୍ଦିର, ମେଡିକାଲ ଛକରୁ ବେଳାଭୂମି ପର୍ଯ୍ୟନ୍ତ ଚାରି ଚକିଆ ନିଷେଧ। ମାର୍କେଟ ଛକରୁ…

ଦିିନିକିଆ ଦଳରେ ସ୍ଥାନ ପାଇବା ପାଇଁ ବିଜୟ ହଜାରେ ଟ୍ରଫିକୁ ଟାର୍ଗେଟ କରୁଛନ୍ତି ଅଭିଷେକ

ନୂଆଦିଲ୍ଲୀ: ଭାରତୀୟ ଟି୨୦ ଟିମର ବିସ୍ଫୋରକ ଓପନର ଅଭିଷେକ ଶର୍ମା ଏଥର ଦିିନିକିଆ ଦଳରେ କିପରି ସ୍ଥାନ ପାଇବେ ସେ ନେଇ ସଂଘର୍ଷ ଆରମ୍ଭ କରି ଦେଇଛନ୍ତି । ଚଳିତ ବିଜୟ ହଜାରେ ଟ୍ରଫିକୁ ସେ ଏଥିନେଇ ଟାର୍ଗେଟ କରିଛନ୍ତି । ତାଙ୍କୁ ମିଳିଥିବା ସୁଯୋଗକୁ ସେ ହାତଛଡା କରୁ ନାହାନ୍ତି । ଏପରିକି ସେ…

Cases Registered: ଏହି ସହରରେ ବର୍ଷକରେ ରୁଜୁ ହୋଇଛି ୯ ହଜାର ୨ ଶହ କେସ୍‌

କଟକ: ୨୦୨୫ରେ କଟକ ସହରରେ ଥିବା ୨୧ଟି ଥାନାରେ ମୋଟ ୯ ହଜାର ୧୩୯ଟି ମାମଲା ରୁଜୁ ହୋଇଛି । ଯାହାକି ୨୦୨୪ ମସିହା ତୁଳନାରେ ପ୍ରାୟ ୨ ହଜାର ଅଧିକ ଅଟେ । କେବଳ ସଦର ଥାନାରେ ଚଳିତ ବର୍ଷ ପ୍ରାୟ ରେକର୍ଡ ସଂଖ୍ୟକ ୧ ହଜାର ମାମଲା ରୁଜୁ ହୋଇଛି । ଯାହାକି ଥାନା ପାଇଁ ଚିନ୍ତାକର ବିଷୟ ପାଲଟିଛି ।…