ପୋଲିସ୍ ଏସଆଇ ପରୀକ୍ଷା ସ୍କାମ୍; SSB ଯବାନଙ୍କ ସମେତ ୨ ଗିରଫ..
ଭୁବନେଶ୍ୱର: ଓଡ଼ିଶା ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ରବିବାର ଦିନ ଜଣେ SSB ଯବାନଙ୍କ ସମେତ ଦୁଇ ଜଣଙ୍କୁ ଗିରଫ କରିଛି।
ସୂଚନା ଅନୁଯାୟୀ, କେନ୍ଦ୍ରୀୟ ତଦନ୍ତ ସଂସ୍ଥା ଦ୍ୱାରା ଦୁଇ ଦିନର ମାରାଥନ ଜେରା ପରେ SSB ଯବାନ…