ବିଡ଼ିଓମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ତାଗିଦ୍: କହିଲେ-ମୋ ସରଳତା ମୋ ଦୁର୍ବଳତା ନୁହେଁ, ମୁଁ ବି ନେଇପାରେ ହାର୍ଡ…
ଭୁବନେଶ୍ୱର: ବିଡ଼ିଓମାନଙ୍କୁ ତାଗିଦ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କହିଲେ, ମୋ ଛୋଟିଆ ବ୍ରେନ୍ରେ ସବୁ ସେଭ୍ ଅଛି। ସେକାଳ ପଖାଳ ଆଉ ନାହିଁ। ଯଦି ପୁରୁଣା ଅଭ୍ୟାସ ରଖିବେ, କିଏ କ୍ଷମା ଦେବ ଆପଣଙ୍କୁ। ମୁଁ କ୍ଷମା ଦେବିନି, ଆମ ଲାଇନ୍ରେ ସେଟଅପ୍ ହେବାକୁ ପଡ଼ିବ। ମୁଁ ଆଦିବାସୀ ଲୋକ,…