‘ଅସ୍ତ୍ରବିରତି ଉଲ୍ଲଙ୍ଘନ ପାଇଁ ପାକିସ୍ତାନ ଦାୟୀ’;ସେନାକୁ କଡ଼ା ପଦକ୍ଷେପ ନେବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ: ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି। ଏନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି।
ଶନିବାର ସନ୍ଧ୍ୟା ୫ଟାରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଥିଲା। କିନ୍ତୁ, ମାତ୍ର ତିନି ଘଣ୍ଟା ପରେ ପାକିସ୍ତାନ…