ଆମେରିକା ମଧ୍ୟସ୍ଥତାରେ ଭାରତ-ପାକିସ୍ତାନ ଯୁଦ୍ଧ ବନ୍ଦ କରିବାକୁ ହେଲେ ରାଜି: ଟ୍ରମ୍ପ
ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି । ଏହି ସୂଚନା ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦେଇଥିଲେ । ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ପୋଷ୍ଟ କରି ଦାବି କରିଛନ୍ତି ଯେ ଭାରତ ଏବଂ ପାକିସ୍ତାନ ଯୁଦ୍ଧବିରତି…