Matric Exam: ମାଟ୍ରିକ ପରୀକ୍ଷା ନେଇ ଘୋଷଣା ହେଲା ତାରିଖ
ଭୁବନେଶ୍ବର: ଫେବ୍ରୁଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ । ସକାଳ ୯ଟାରୁ ସାଢ଼େ ୧୧ଟା ଯାଏଁ ଚାଲିବ ପରୀକ୍ଷା । ଫେବ୍ରୁଆରୀ ୧୯ରୁ ମାର୍ଚ୍ଚ ୨ ଯାଏ ମାଟ୍ରିକ ପରୀକ୍ଷା ଚାଲିବ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା ହେଲା ପରୀକ୍ଷା ତାରିଖ ।
ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ…