ନାୟବ ସରପଞ୍ଚଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ
ମାଲକାନଗିରି: ମାଲଗାନଗିରି ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ । ନାୟବ ସରପଞ୍ଚଙ୍କୁ ନିର୍ମମ ହତ୍ୟା କରିଛନ୍ତି ମାଓବାଦୀ । ପୋଲିସ୍ ଇନ୍ଫର୍ମର ସନ୍ଦେହରେ ନାୟବ ସରପଞ୍ଚଙ୍କ ଗଳାକାଟି ହତ୍ୟା କରିଛନ୍ତି ।
ମୃତ ନାୟବ ସରପଞ୍ଚ ଜଣକ ହେଲେ ତାରଲାବେଡ଼ା ପଞ୍ଚାୟତର…