କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ-ଚିକିତ୍ସା ସେବା ଓ ଟ୍ରମା କେୟାର ଆରମ୍ଭ
କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା ସେବା (In-Patient Service) ଓ ଟ୍ରମା କେୟାର ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ମାନଙ୍କର ଉତ୍ତମ ଚିକିତ୍ସା ହୋଇ ପାରିବ…