ପହଲଗାମ୍ ଆକ୍ରମଣ: ଶୁଣାଣି କରିବାକୁ ମନା କରିଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ପହଲଗାମ୍ ଆକ୍ରମଣକୁ ନେଇ ଆଜି ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାକୁ ଥିବା ବେଳେ, ଏନେଇ କୌଣସି ଶୁଣାଣି କରିବେ ନାହିଁ ବୋଲି ସଫା ସଫା ମନା କରିଦେଇଛନ୍ତି ସୁପ୍ରିମକୋର୍ଟ । ଗୁରୁବାର ଦିନ ସୁପ୍ରିମକୋର୍ଟ ପହଲଗାମ ଆତଙ୍କବାଦୀ ଆକ୍ରମଣର ନ୍ୟାୟିକ ତଦନ୍ତ ପାଇଁ ଦାୟର ଏକ…