ମେ’ ୩ ପରେ ବଢିବ ଦିନର ତାପମାତ୍ରା; ଆଜି ପାଇଁ ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ ବିଜୁଳି ଘଡଘଡି ଓ ବର୍ଷା ହୋଇଛି । ତେବେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ୩ ଦିନ ଅର୍ଥାତ୍ ମେ’ ୩ ତାରିଖ ପରେ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା…