ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ; ସଜାଗ ରହିବାକୁ ବିଭାଗକୁ ନିର୍ଦ୍ଦେଶ
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମେ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ ବିଭାଗର…