ରାଜ୍ୟର ୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର: ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଓଡ଼ିଶାର ପ୍ରାୟ ନଅଟି ଜିଲ୍ଲାରେ ଘଡ଼ଘଡ଼ି ସହିତ ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି।
ଅପରାହ୍ନରେ ଜାରି ହୋଇଥିବା ବିଜ୍ଞପ୍ତିରେ ପାଣିପାଗ ବିଭାଗ କେନ୍ଦ୍ରାପଡା ଏବଂ ଜଗତସିଂପୁର ଜିଲ୍ଲା…