କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ, ଏନକାଉଣ୍ଟର ଭୟରେ କଲା ଆତ୍ମସମର୍ପଣ
ଭୁବନେଶ୍ୱର: ରାଜଧାନୀରେ କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ। କୁଖ୍ୟାତ ଅପରାଧୀ ସାଦିକୁଲ୍ ଇସଲାମକୁ ଗିରଫ କରିଛି ଖାରବେଳନଗର ପୋଲିସ। ପୋଲିସକୁ ଚକମା ଦେଇ ଖସିଯିବାକୁ ଉଦ୍ୟମ କରିଥିଲା ବେଳେ ଏନକାଉଣ୍ଟର କରିବାକୁ ପ୍ରସ୍ତୁତ ଥିଲା ପୋଲିସ।
ଏନକାଉଣ୍ଟର ଭୟରେ ଆତ୍ମସମର୍ପଣ କରିଛି ସାଦୀକୁଲ। ଗତ…