ଖୁବଶୀଘ୍ର ତାତିରୁ ମିଳିବ ଆଶ୍ୱସ୍ତି; ୨-୪° ଖସିବ ତାପମାତ୍ରା
ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମପ୍ରବାହ ଏବଂ ଗରମ ପରେ ଓଡ଼ିଶାରେ ପୁଣି ଥରେ କାଳବୈଶାଖୀ ହେବାର ସମ୍ଭାବନା ଅଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ସୂଚନା ଦେଇଛି।
୨୪ ଏପ୍ରିଲରେ ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗୀର, ସୋନପୁର, ସୁନ୍ଦରଗଡ଼ ଏବଂ ୨୫ ଏପ୍ରିଲରେ…