ଚାଲାଣ ପୂର୍ବରୁ ମାଡି ବସିଲା ପୋଲିସ; କୋଟିଏ ଟଙ୍କାର ଗଞ୍ଜେଇ ଜବତ
ଗଜପତି: କୋଟିଏ ଟଙ୍କା (୧୦ କୁଇଣ୍ଟାଲରୁ ଉର୍ଦ୍ଧ୍ବ)ର ଗଞ୍ଜେଇ ଜବତ କରିଛି ପୋଲିସ । ଚାଲାଣ ପୂର୍ବରୁ ପ୍ରାୟ ୧୦ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୨ ଜଣକୁ ଗିରଫ କରିଛି ଗଜପତି ଜିଲ୍ଲା ଅଡ଼ବା ଥାନା ପୋଲିସ । ଗିରଫମାନେ ହେଲେ ରାମସିଂ ଗାଁର ଅସିମ ମାଝୀ ଓ ଅନନ୍ତ ମାଝୀ ।
ସୂଚନାମୁତାବକ,…