Latest Odisha News

BREAKING NEWS

Yearly Archives

2025

ଗୁଗୁଲ୍ ସର୍ଚ୍ଚର URL ପରିବର୍ତ୍ତନ ହେଉଛି କି? ୟୁଜର୍ସଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ..

ନୂଆଦିଲ୍ଲୀ: ବ୍ରାଉଜିଂ ଏବଂ ସର୍ଚ୍ଚ ଇଞ୍ଜିନଗୁଡ଼ିକୁ ଉନ୍ନତ କରିବା ପାଇଁ କମ୍ପାନୀଗୁଡ଼ିକ ସମୟ ସମୟରେ ସେମାନଙ୍କର ନିୟମଗୁଡ଼ିକୁ ଅପଡେଟ୍ କରିଚାଲିଛନ୍ତି । ଏକ ବଡ଼ ଟେକ୍ କମ୍ପାନୀ ଘୋଷଣା କରିଛି ଯେ ଏହା ସର୍ଚ୍ଚ ଡୋମେନରେ କିଛି ନୂତନ ପରିବର୍ତ୍ତନ ଆଣିବାକୁ ଯାଉଛି । ଗୁଗୁଲ୍ ଏହାର ସର୍ଚ୍ଚ…

୨୪ରେ ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର। ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା। ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ। ପୁରୀଠାରେ…

ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଆସିଲେନି ହେଭିୱେଟ୍‌!

ଭୁବନେଶ୍ୱର: ନବମ ଥର ପାଇଁ ବିଜେଡି ସଭାପତି ହୋଇଛନ୍ତି ନବୀନ ପଟ୍ଟନାୟକ। ହେଲେ ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଅନୁପସ୍ଥିତ ଥିଲେ କିଛି ହେଭିୱେଟ ନେତା। ଏସବୁ ନେତାଙ୍କ ମଧ୍ୟରେ ଥିଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲ୍ଲିକ। ସେହିପରି ଶଶି ବେହେରା, ଭୂପିନ୍ଦର ସିଂ, ନିରଞ୍ଜନ…

କାଜୁ ତୋଳାରୁ ଗୋଷ୍ଠୀ ସଂଘର୍ଷ, ୨୦ ଜଣ ଆହତ

ପୁରୀ: ଅସ୍ତରଙ୍ଗ ଅଞ୍ଚଳର ବାଲିଡିଆ ଗାଁରେ ଅଭାବନୀୟ ଘଟଣା ଘଟିଛି। ସରକାରୀ ଜମିରୁ କାଜୁ ତୋଳିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଏଥିରେ ୨୦ ଜଣ ଆହତ ହୋଇଛନ୍ତି। ୫ ଗୁରୁତରଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଦେବୀ…

ରେଳ ଲାଇନକୁ ବିରୋଧ କରି ପୋଲିସ ଓ ବସ୍ତିବାସିନ୍ଦା ହାତାହାତି; ଜଣେ ମୃତ, ୬ ପୋଲିସ ଗୁରୁତର

ରାଉରକେଲା: ରାଉରକେଲାରେ ବସ୍ତିବାସିଦା ଓ ପୋଲିସ ମଧ୍ୟରେ ଖଣ୍ଡଯୁଦ୍ଧ । ବସ୍ତି ବାସିନ୍ଦାଙ୍କ ଢେଲା ଓ ତୀର ମାଡ଼ରେ ଅତିରିକ୍ତ ତହସିଲଦାର ପୁରୁଷୋତ୍ତମ ନାୟକଙ୍କ ସମେତ ଛଅ ପୋଲିସ ଗୁରୁତର ଓ ଆହତ ହୋଇଛନ୍ତି l ଡ଼ୁମେର୍ତ୍ତାରୁ ରାଉରକେଲା ଇସ୍ପାତ କାରଖାନାକୁ ନିର୍ମାଣ ରେଳ ଲାଇନକୁ ବିରୋଧ କରି…

ଫଲ୍ସ ନ୍ୟାରେଟିଭ ପାଇଁ ହାରିଲା ବିଜେଡି, ଓଡ଼ିଶାର ହକ୍ ପାଇଁ ଜାରି ରହିବ ଲଢେଇ: ନବୀନ ପଟ୍ଟନାୟକ

ଭୁବନେଶ୍ୱର: ନବମ ଥର ବିଜେଡି ସଭାପତି ହେବା ପରେ ଆସିଲା ନବୀନଙ୍କ ପ୍ରତିକ୍ରିୟା। ବିଜେଡ଼ି ସଭାପତି ହେବାପରେ ନବୀନ ଜୟ ଜଗନ୍ନାଥ କହି ନିଜ ଉଦବୋଧନ ଆରମ୍ଭ କରିଥିଲେ। ଆପଣଙ୍କ ଭଲ ପାଇବା ନିକଟରେ ମୁଁ ଚିର ଋଣି ବୋଲି କହିଥିଲେ। ସେ ଆହୁରି କହିଛନ୍ତି, ୨୦୦୦ରୁ ୨୦୨୪ ପର୍ଯ୍ୟନ୍ତ ଶାସନ ପାଇଁ…

ଗର୍ଭବତୀ ନାବାଳିକା ଝିଅକୁ ଜିଅନ୍ତା ପୋଡ଼ି ଦେବା ମାମଲା: ବାପା-ମାଙ୍କୁ ଆଜୀବନ କାରାଦଣ୍ଡ

ଯାଜପୁର: ଗର୍ଭବତୀ ନାବାଳିକାକୁ ପୋଡ଼ି ମାରିବା ମାମଲା। ବାପାମାଙ୍କୁ ଆଜୀବନ ସଜା ଶୁଣାଇଲେ ଫାଷ୍ଟ୍‌ ଷ୍ଟ୍ରାକ୍‌ କୋର୍ଟ। ୨୦୧୬ରେ ବିଞ୍ଝାରପୁର ଥାନାରେ ମାମଲା ରୁଜୁ ହୋଇଥିଲା। ୩ ମାସର ଗର୍ଭବତୀ ଝିଅକୁ ପୋଡ଼ି ନଦୀରେ ଭସାଇ ଦେଇଥିଲେ ବାପା-ମାଆ। ସୂଚନାନୁଯାୟୀ, ୨୦୧୬ ମସିହା ଫେବୃଆରୀ ୧୪…

ଆସିଗଲା ପିଏମ ମୋଦୀ ଏସି ଯୋଜନା, ଏଥିରେ ମିଳୁଛି ଜବରଦସ୍ତ ଫାଇଦା

ଭୁବନେଶ୍ୱର:  ଏପ୍ରିଲରୁ ଓଡ଼ିଶା ସମେତ ପୂରା ଭାରତରେ ତାତି ରେକର୍ଡ ଭାଙ୍ଗୁଛି। ଗରମ ଯେତେ ବଢ଼ୁଛି, ଏୟାର କଣ୍ଡିସନର (ଏସି) ବିକ୍ରି ମଧ୍ୟ ସେତେ ବଢ଼ିବାରେ ଲାଗିଛି। ଏକ ରିପୋର୍ଟ ଅନୁସାରେ, ୨୦୨୧-୨୨ରେ ଦେଶରେ ୮୪ ଲକ୍ଷ ଏସି ବିକ୍ରି ହୋଇଥିବା ବେଳେ, ୨୦୨୩-୨୪ରେ ଏହା ୧.୧ କୋଟିକୁ ବୃଦ୍ଧି…

ଚନ୍ଦୁ ଚାମ୍ପିୟନ ପାଇଁ ପ୍ରଥମ ପସନ୍ଦ ଥିଲେ ସୁଶାନ୍ତ ସିଂ ରାଜପୁତ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ତାଙ୍କ ଅଳ୍ପ ଦିନ ଫିଲ୍ମ କ୍ୟାରିୟରରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ସେ ଭଲ ଫିଲ୍ମ ଚୟନ କରୁଥିଲେ । ୨୦୨୦ରେ ହଠାତ ତାଙ୍କ ମୃତ୍ୟୁ ଖବର ଫିଲ୍ମ ଇଣ୍ଡଷ୍ଟ୍ରିକୁ ଦୋହାଲାଇ ଦେଇଥିଲା । ଯେତେବେଳେ ତାଙ୍କର ମୃତ୍ୟୁ ହେଲା ସେତେବେଳେ…

ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍‌

ପୁରୀ: ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍‌। ଶ୍ରୀଜଗନ୍ନାଥ ମନ୍ଦିର ଭିତର ରତ୍ନଭଣ୍ଡାର ଗେଟକୁ ସୁନା ଛାଉଣି ଓ ବାହାର ରତ୍ନଭଣ୍ଡାର ଗେଟ୍‌କୁ ରୂପା ଛାଉଣି କରାଯିବାକୁ ପ୍ରସ୍ତାବ ରହିଛି। ଏହି ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି। ଖୁବ୍‌ଶୀଘ୍ର ଏହା ରୂପ ନେବ। ଏନେଇ…