୪ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଥାନା ଏସଆଇ
ନୟାଗଡ଼: ଏଫଆଇଆର ରଖିବାକୁ ଜଣେ ମହିଳାଙ୍କ ଠାରୁ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଏସଆଇ । ଗିରଫ ଏସଆଇ ଜଣକ ହେଉଛନ୍ତି ନୟାଗଡ଼ ଶରଣକୂଳ ଥାନା ଏସଆଇ ରାଜେଶ ଶ୍ରୀଚନ୍ଦନ।
ଖବରମୁତାବକ, ମୋନାଲିସା ଦାସ ନାମକ ଜଣେ ମହିଳା ଥାନାରେ ଏଫଆଇର ଦେବାକୁ ଆସିଥିଲେ। ମାତ୍ର ଏଫଆଇଆର…