Latest Odisha News

BREAKING NEWS

Yearly Archives

2025

ୱାଙ୍ଖେଡରେ ହେବ ରୋହିତଙ୍କ ନାମରେ ଷ୍ଟାଣ୍ଡ

ମୁମ୍ବାଇ: ମୁମ୍ବାଇ କ୍ରିକେଟ ଆସୋସିଏଶନ ଭାରତୀୟ କ୍ରିକେଟ ଟିମର ଅଧିନାୟକ ରୋହିତ ଶର୍ମାଙ୍କ ନାମରେ ୱାଙ୍ଖେଡରେ ଏକ ଷ୍ଟାଣ୍ଡର ନାମକରଣ କରିବା ପାଇଁ ନିଷ୍ପତି ନେଇଛି । ଏମସିଏ ବାର୍ଷିକ ବୈଠକରେ ଏ ସମ୍ପର୍କରେ ନିଷ୍ପତି ନିଆଯାଇଛି । ଏହା ପୂର୍ବରୁ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡର ପୂର୍ବ…

ନାରୀ ନିର୍ଯ୍ୟାତନା ଓ ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ମଶାଲ ଶୋଭାଯାତ୍ରା

ଭୁବନେଶ୍ୱର: ଓଡ଼ିଶାର ନାରୀ ନିର୍ଯ୍ୟାତନା, ଦୁଷ୍କର୍ମ, ଗଣଦୁଷ୍କର୍ମ, ହତ୍ୟା ଓ ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା ଆୟୋଜିତ ହୋଇଛି । ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସଙ୍କ ଆହ୍ୱାନ କ୍ରମେ ଆଜି ଭୁବନେଶ୍ଵର ଜିଲ୍ଲା କଂଗ୍ରେସ ପକ୍ଷରୁ…

କେବେ କମିବ ପେଟ୍ରୋଲ ଦର? ଆସିଲା ଅପଡେଟ !

ଭୁବନେଶ୍ୱର: ପେଟ୍ରୋଲ ଓ ଡିଜେଲ ଦର ନେଇ ସାଧାରଣ ଜନତାଙ୍କ ମନରେ ଏବେ ବଡ଼ ପ୍ରଶ୍ନ ହେଉଛି କେବେ କମିବ ମୂଲ୍ୟ ? ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ଦର କିଛି ମାସ ଧରି ହଲଚଲ ରହିଥିବା ବେଳେ ଭାରତରେ ଇନ୍ଧନ ମୂଲ୍ୟ ସ୍ଥିର ରହିଛି। ଓଡ଼ିଶାରେ ଆଜି ପେଟ୍ରୋଲ ଦର ପ୍ରାୟ ୧୦୦.୯୩ ଟଙ୍କା ପ୍ରତି…

ବାଂଲାଦେଶ ବିପକ୍ଷ ସିରିଜରେ କୋହଲି, ବୁମରାହ,ରୋହିତଙ୍କ ଖେଳିବା ନେଇ ସନ୍ଦେହ

ନୂଆଦିଲ୍ଲୀ: ବାଂଲାଦେଶ ବିପକ୍ଷ ସିରିଜ ପାଇଁ ମଙ୍ଗଳବାର ଭାରତୀୟ କ୍ରିକେଟ ଦଳର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି । ଟିମ ଇଣ୍ଡିଆ ଅଗଷ୍ଟ ୧୩ରେ ଢ଼ାକାରେ ପଂହଚିିବ । ଏହା ପରେ ୩ ମ୍ୟାଚ ବିଶିଷ୍ଟ ଦିିନିକିଆ ସିରିଜ ଅଗଷ୍ଟ ୧୭ରୁ ଓ ସମାନ ସଂଖ୍ୟକ ଟି୨୦ ମୁକାବିଲା ଅଗଷ୍ଟ ୨୬ରୁ ଆରମ୍ଭ ହେବ । ତେବେ…

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଝଟକା, ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ

ବେଙ୍ଗାଲୁରୁ: ମହୀଶୂର ନଗର ଉନ୍ନୟନ ପ୍ରାଧିକରଣ (ମୁଦା) ମାମଲାରେ ବରିଷ୍ଠ କଂଗ୍ରେସ ନେତା ତଥା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଝଟକା ଲାଗିଛି। କାରଣ କର୍ଣ୍ଣାଟକର ସ୍ୱତନ୍ତ୍ର କୋର୍ଟ ମୁଦା ମାମଲାର ତଦନ୍ତ ଜାରି ରଖିବାକୁ ଲୋକାୟୁକ୍ତ ପୋଲିସକୁ ନିର୍ଦ୍ଦେଶ ଦେବା ସହ କ୍ଲିନଚିଟକୁ…

ବ୍ରାଜିଲରେ ଅନୁଷ୍ଠିତ ୧୫ତମ ବ୍ରିକ୍ସ କୃଷି ମନ୍ତ୍ରୀ ସମ୍ମିଳନୀରେ ଯୋଗଦେବେ କେନ୍ଦ୍ର କୃଷିମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର କୃଷି, କୃଷକ କଲ୍ୟାଣ ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂ ଚୌହାନ ଏପ୍ରିଲ ୧୭ ତାରିଖରେ ବ୍ରାଜିଲ ଗସ୍ତ କରିବେ । ବ୍ରାସିଲିଆରେ ଅନୁଷ୍ଠିତ ହେବାକୁ ଥିବା ୧୫ତମ ବ୍ରିକ୍ସ କୃଷି ମନ୍ତ୍ରୀମାନଙ୍କ ସମ୍ମିଳନୀରେ ଭାରତୀୟ ପ୍ରତିନିଧିମଣ୍ଡଳର ନେତୃତ୍ୱ ନେଉଛନ୍ତି ।…

ନକ୍ସଲ ଆକ୍ରମଣ ପଣ୍ଡ; ୫ ଲ୍ୟାଣ୍ଡମାଇନ ନିଷ୍କ୍ରିୟ କଲେ ଯବାନ

ମାଲକାନଗିରି: ନକ୍ସଲଙ୍କର ଏକ ବଡ଼ ଆକ୍ରମଣ ହେଲା ପଣ୍ଡ । ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଗୋରନା ଏବଂ ମନକେଲି ଗ୍ରାମ ମଧ୍ୟରେ ରହିଥିବା କଚ୍ଚା ରାସ୍ତାରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ କରୁଥିବା ବେଳେ ଏହି ୫ଟି ଲ୍ୟାଣ୍ଡମାଇନକୁ ଉଦ୍ଧାର କରିଥିଲେ। ରାସ୍ତାର ବିଭିନ୍ନ ସ୍ଥାନରେ…

୧୮ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେଡ଼ି

ଭୁବନେଶ୍ୱର: ବିଜେଡିର ସାଙ୍ଗଠନିକ ନିର୍ବାଚନ ୨୦୨୫। ୩୩ ଜିଲ୍ଲା ମଧ୍ୟରୁ ୧୮ ଜିଲ୍ଲା ପାଇଁ ସଭାପତିଙ୍କ ନାଁ ଘୋଷଣା କଲା ବିଜେଡ଼ି। ଅନୁଗୁଳ ଜିଲ୍ଲା ପାଇଁ ବିଜେଡି ସଭାପତି ହେଲେ ବ୍ରଜ ପ୍ରଧାନ। ବୌଦ୍ଧ ପାଇଁ ପ୍ରଦୀପ ଅମାତ, ଜଗତସିଂହପୁର ପାଇଁ ପ୍ରଶାନ୍ତ ମୁଦୁଲି, କନ୍ଧମାଳ ପାଇଁ…

ଦିଲ୍ଲୀ ବିଧାନସଭାର ବାଚସ୍ପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ନେଭାର କାର୍ଯ୍ୟକାରିତା ନେଇ ଆଲୋଚନା କଲେ

ଭୁବନେଶ୍ୱର: ଦିଲ୍ଲୀ ବିଧାନସଭାର ବାଚସ୍ପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥି ସହିତ ଦିଲ୍ଲୀ ବିଧାନସଭା ବାଚସ୍ପତି ବିଜେନ୍ଦର ଗୁପ୍ତା ଓ ଉପବାଚସ୍ପତି ମୋହନ ସିଂ ବିଷ୍ଟ ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀଙ୍କୁ ରାଜ୍ୟ ବିଧାନସଭାରେ…

ଭାରତ-ବାଂଲାଦେଶ ମ୍ୟାଚ୍; ବିସିସିଆଇ ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା

ନୂଆଦିଲ୍ଲୀ: ଆସନ୍ତା ଅଗଷ୍ଟ ମାସରେ ଭାରତୀୟ କ୍ରିକେଟ ଦଳ ତିନୋଟି ଦିନିକିଆ ଏବଂ ତିନୋଟି ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ ପାଇଁ ବାଂଲାଦେଶ ଗସ୍ତ କରିବ। ଏଥିପାଇଁ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ପକ୍ଷରୁ ମ୍ୟାଚ୍‌ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ତେବେ ସମସ୍ତ ମ୍ୟାଚ…