ଓଡ଼ିଆ ପକ୍ଷର ନବମ ଦିବସରେ “ଆସ ବହିଟିଏ କିଣିବା” ଅଭିଯାନ ଆୟୋଜିତ
ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମଥର ପାଇଁ ଏପ୍ରିଲ ମାସ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି । ଆଜି ଓଡ଼ିଆ ପକ୍ଷ ପାଳନର ନବମ ଦିବସ ଅବସରରେ ସାରା ରାଜ୍ୟରେ "ଆସ ବହିଟିଏ କିଣିବା" ଅଭିଯାନ ଅନୁଷ୍ଠିତ ହୋଇଯାଇଛି ।
ଓଡ଼ିଆ ସାହିତ୍ୟ ଜଗତର ସାରସ୍ୱତ ସ୍ରଷ୍ଟାମାନଙ୍କ…