୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ଇନଭେଷ୍ଟର୍ସ ମିଟ୍ରେ ଦେବେ ଯୋଗ
ଭୁବନେଶ୍ୱର: ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରବିବାର ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ଓ ଚୁକ୍ତି ସ୍ବାକ୍ଷର କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ଓଡ଼ିଶାରେ ଶିଳ୍ପ କ୍ଷେତ୍ରରେ ନିବେଶ ପାଇଁ ଆଇଓସିଏଲ୍, ପେଟ୍ରୋନେଟ୍…