ଭୋଜି ଖାଇ ଝାଡ଼ାବାନ୍ତିରେ ୪୬ ଆକ୍ରାନ୍ତ; ଗାଁକୁ ଯିବ ମୁଖ୍ୟ ଚିକିତ୍ସାଳୟର ଏକ ସ୍ଵତନ୍ତ୍ର ଟିମ
ମୟୂରଭଞ୍ଜ: ସଙ୍କୀର୍ତ୍ତନ ଭୋଜି ଖାଇ ୪୬ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ କାଶୀପାଳ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି।
ଗୁରୁବାର ସଂଧ୍ୟାରେ ସଙ୍କୀର୍ତ୍ତନ ପରେ ଭୋଜି ଖାଇଥିଲେ ଗ୍ରାମବାସୀ। ତେବେ ଅଧିକାଂଶ ଗ୍ରାମବାସୀଙ୍କୁ ଝାଡ଼ାବାନ୍ତି…