ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ଗୋଟିଏ ପରିବାରର ୭ ମୃତ
କୋଲକାତା: ପଶ୍ଚିମବଙ୍ଗରେ ଭୟଙ୍କର ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟିଛି।ବିସ୍ଫୋରଣରେ ଗୋଟିଏ ପରିବାରର ୭ଜଣଙ୍କ ମୃତ୍ୟୁ ହୋଇଛି। ଦକ୍ଷିଣ ୨୪ ପ୍ରଗଣା ପଥର ପ୍ରତିମା ଗାଁରେ ଏହି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇଛି। ମୃତକଙ୍କ ମଧ୍ୟରେ ୪ଜଣ ଶିଶୁ ଓ ୩ଜଣ ମହିଳା ଥିବା ସୂଚନା ମିଳିଛି। ଘଟଣାସ୍ଥଳରେ…