Supplementary Budget: ବିଧାନସଭାରେ ଅତିରିକ୍ତ ବଜେଟ ଆଗତ: ସ୍ବାସ୍ଥ୍ୟ ଓ ଶିକ୍ଷା ବିଭାଗ ପାଇଁ ଏତିକି କୋଟିର…
ଭୁବନେଶ୍ୱର: ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି । ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟରେ ବିଭିନ୍ନ ବିଭାଗ ପାଇଁ ବ୍ୟୟବରାଦ କରିଛନ୍ତି ରାଜ୍ୟ ସରକାର ।
ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୁମୀର ବିକାଶ ପାଇଁ…