ସ୍ୱର୍ଗତ ନବ ଦାସଙ୍କ ଘରେ ବୟାନ ରେକର୍ଡ ପାଇଁ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍ । ମଙ୍ଗଳବାର ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ ଝାରସୁଗୁଡ଼ା ସ୍ଥିତ ଘରେ ପହଞ୍ଚିଛନ୍ତି । ବୟାନ ରେକର୍ଡ ପାଇଁ କ୍ରାଇମବ୍ରାଞ୍ଚ ଟିମ ପହଞ୍ଚିଥିବା ସୂଚନା ମିଳିଛି ।
ତେବେ ନୂଆ ତଦନ୍ତ ଅଧିକାରୀ ଏଏସପି ବିଜୟ…