ଗୋମାଂସକୁ ନେଇ ଉତ୍ତେଜନା, ଜଣେ ଗିରଫ
ସୁନ୍ଦରଗଡ଼: ସୁନ୍ଦରଗଡ଼ ଭଷ୍ମା ଥାନା ଅନ୍ତର୍ଗତ ମୁଣ୍ଡାଗାଁରେ ଅଭାନୀୟ କାଣ୍ଡ ଘଟିଛି। ଏକ ବାଛୁରୀକୁ ହତ୍ୟା କରି ତାର ମାଂସ ଚାଲାଣ ପାଇଁ ଘରେ ରଖିଥିଲା ଜଣେ ବ୍ୟକ୍ତି। ଗ୍ରାମବାସୀ ଜାଣିବା ପରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରି ଗୋମାଂସ ଜବତ…