ଶ୍ରୀମନ୍ଦିରକୁ ସ୍ପାଏ କ୍ୟାମେରା ନେଇ ଯୁବକ ଗିରଫ
ପୁରୀ: ଶ୍ରୀମନ୍ଦିରକୁ ସ୍ପାଏ କ୍ୟାମେରା ନେବା ଅଭିଯୋଗରେ ଗିରଫ ହେଲେ ଯୁବକ। ଜଣେ ଯୁବକକୁ ସିଂହଦ୍ଵାର ଥାନା ପୋଲିସ ଅଟକ ରଖିଛି । ଅଟକ ଯୁବକ ଜଣକ ହେଉଛନ୍ତି ଭାସ୍କର ସାମନ୍ତ । ପୋଲିସ ସୂଚନା ଅନୁଯାୟୀ, ଆଜି ସକାଳେ ଭାସ୍କର ଏକ ସ୍ପାଏ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ ।…