୭୩ତମ ସର୍ବଭାରତୀୟ ହକି ଚାମ୍ପିୟନସିପ ପାଇଁ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୦୭ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି।
ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ରାଜ୍ୟ ପୋଲିସ ମୁଖ୍ୟ…