୧୧ ଓଏଏସ୍ ଅଧିକାରୀଙ୍କୁ ନୂଆ ନିଯୁକ୍ତି ଦେଲେ ସରକାର
ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ପ୍ରଶାସନିକ ସ୍ତରରେ ଅଦଳବଦଳ କରି ୧୧ ଜଣ ଓଏଏସ୍ ଅଧିକାରୀଙ୍କୁ ନୂତନ ପଦବୀ ପ୍ରଦାନ କରିଛନ୍ତି।
ସାଧାରଣ ପ୍ରଶାସନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଯୁଧିଷ୍ଠିର ନାୟକଙ୍କୁ ଯାଜପୁରର…