ପୋଲିସକୁ ବଡ଼ ସଫଳତା; ୧୦ ହଜାର ୩୦୦ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ
ଭୁବନେଶ୍ୱର: ଆଜି କନ୍ଧମାଳ ଏବଂ ଗଜପତି ଜିଲ୍ଲା ପୋଲିସ ୫ ଟି ଥାନା ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ପ୍ରାୟ ୧୦ ହଜାର ୩୦୦ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ ହୋଇଛି।
ସୂଚନା ଅନୁଯାୟୀ, ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ…