Teacher Transfer: ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରସଙ୍ଗ; ନେତାଙ୍କ ସୁପାରିଶ କ୍ଷମତାକୁ ହାଇକୋର୍ଟଙ୍କ ନାପସନ୍ଦ
ଭୁବନେଶ୍ବର :ଶିକ୍ଷକ ଶିକ୍ଷୟିତ୍ରୀ ବଦଳି ନେଇ ରାଜ୍ୟ ସରକାରଙ୍କୁ ଝଟକା। ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟଙ୍କ ନାପସନ୍ଦ । ଏ ନେଇ ରାଜ୍ୟ ସରକାର ଜାରି କରିଥିବା ନିର୍ଦ୍ଦେଶନାମାକୁ ଖାରଜ କରିଛନ୍ତି। ଏପରି କଲେ ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପ ହେବ ବୋଲି…