ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ, ୯୬ ଗିରଫ
ଭୁବନେଶ୍ୱର: ରାଜ୍ୟରେ ଚୋରା ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ମଧ୍ୟ ରାଜ୍ୟ ତମାମ ପୋଲିସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏହି କ୍ରମରେ ବାଲି ବୋଝେଇ…