କିଟ୍ କ୍ୟାମ୍ପସକୁ ଫେରୁଛନ୍ତି ନେପାଳୀ ଛାତ୍ରଛାତ୍ରୀ
ଭୁବନେଶ୍ୱର: କିଟ୍ କ୍ୟାମ୍ପସରେ ସ୍ୱାଭାବିକତା ସୁନିଶ୍ଚିତ କରିବା ଦିଗରେ କିଟ୍ କର୍ତ୍ତୃପକ୍ଷ ବ୍ୟାପକ ପଦକ୍ଷେପ ନେଇଛନ୍ତି। ଫଳରେ ଏବେ ନେପାଳୀ ଛାତ୍ରଛାତ୍ରୀମାନେ କ୍ୟାମ୍ପସ୍କୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୦୦୦ ଛାତ୍ରଛାତ୍ରୀ ହଷ୍ଟେଲ୍କୁ ଫେରିସାରିଲେଣି।
୧୧୦୦…