Operation Neel Jahar: କନ୍ଧମାଳରେ ଅପରେସନ ‘ନୀଳ ଜହର’: ୧୫୨ ଏକର ଜଙ୍ଗଲ ଜମିରେ ଚାଷ ହୋଇଥିବା ଗଞ୍ଜେଇ ହେଲା ନଷ୍ଟ
କନ୍ଧମାଳ: କନ୍ଧମାଳ ଜିଲ୍ଲାରୁ ଗଞ୍ଜେଇ କାରବାରକୁ ସମୂଳେ ବିନାଶ କରିବା ପାଇଁ ରାଜ୍ୟ ପୋଲିସ ମୁଖିଆଙ୍କ ନିର୍ଦ୍ଦେଶ ଓ ଜିଲ୍ଲା ପୋଲିସ ମୁଖିଆଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବିଭିନ୍ନ ଥାନା ପକ୍ଷରୁ ଅପରେସନ ନୀଳ ଜହର ବା ଗଞ୍ଜେଇ ଗଛକଟା ଅଭିଯାନ ଆରମ୍ଭ ହୋଇଛି।
ତେବେ ତେର ଦିନରେ ଗୋଛାପଡା…