ବିଜୁ ଜୟନ୍ତୀରେ କାହିଁକି ସାମିଲ ହେଲେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଭୁବନେଶ୍ୱରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଯୋଗ ଦେଇନାହାନ୍ତି।
ରାଜଧାନୀର ଜୟଦେବ ଭବନରେ ସନ୍ଧ୍ୟାରେ ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମରେ ସାମିଲ…