ରାଜ୍ୟ ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ୍ ଆଗତ
ଭୁବନେଶ୍ୱର: ଅର୍ଥ ବିଭାଗ ସମ୍ଭାଳିଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ଦିନ ଓଡ଼ିଶା ବିଧାନସଭାରେ ଚଳିତ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ୧୭,୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି।
୨୦୨୫-୨୬ ପାଇଁ ମୁଖ୍ୟ ବଜେଟରେ ୨.୯୦ ଲକ୍ଷ କୋଟି ଟଙ୍କା ବ୍ୟୟବରାଦ ହୋଇଥିବା…